• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2024: ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ଆଶାତୀତ ଶୁଭଫଳ ପାଇବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଦିବା ୦୪.୩୪ ଗତେ ତୁଳା। ତିଥି- ଦ୍ୱାଦଶୀ ଦିବା ୦୩.୫୯ ଗତେ ତ୍ରୟୋଦଶୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୩.୫୯ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୫୯ ପର୍ଯ୍ୟନ୍ତ।

Pisces

ମୀନ

Monday 20 May 2024

ପୂ , ଭାଦ୍ରପଦ - ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।

ଉ , ଭଦ୍ରପଦ- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ ।

ରେବତୀ – ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ପ୍ରତିକାର – ବିଷ୍ଣୁଙ୍କ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :