• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2024: ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ଆଶାତୀତ ଶୁଭଫଳ ପାଇବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଦିବା ୦୪.୩୪ ଗତେ ତୁଳା। ତିଥି- ଦ୍ୱାଦଶୀ ଦିବା ୦୩.୫୯ ଗତେ ତ୍ରୟୋଦଶୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୩.୫୯ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୫୯ ପର୍ଯ୍ୟନ୍ତ।

Gemini

ମିଥୁନ

Monday 20 May 2024

ମୃଗଶିରା- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆବଶ୍ୟକତାଠାରୁ ଅଧିକ ଧନ ପାଇବେ।

ଆଦ୍ରା- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କଠାରୁ ଭଲ ପରାମର୍ଶ ମିଳିବ । ମହିଳା ମାନେ ସବୁ କାର‌୍ୟ୍ୟକୁ ସମ୍ଭାଳି ନେବେ । ସଭାସମିତିରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉତ୍‌ଫୁଲ୍ଲିତ ହୋଇପାରନ୍ତି ।

ପୁନର୍ବସୁ- ପଡୋଶୀ ତଥା ସାଙ୍ଗସାଥୀଙ୍କ ସାହାଯ୍ୟ, ସହଯୋଗ ମାଧ୍ୟମରେ କାମ ହାସଲ କରିବେ । ଖେଳାଳିଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ଭୂ- ସମ୍ପତ୍ତିରେ ଅଧିକ ଧନ ନିବେଶ କରନ୍ତୁ । ନେତାଙ୍କ ଲାଗି ଦିନଟି ଭଲ ରହିବ।

ପ୍ରତିକାର – ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :