• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2024: ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ଆଶାତୀତ ଶୁଭଫଳ ପାଇବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଦିବା ୦୪.୩୪ ଗତେ ତୁଳା। ତିଥି- ଦ୍ୱାଦଶୀ ଦିବା ୦୩.୫୯ ଗତେ ତ୍ରୟୋଦଶୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୩.୫୯ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୫୯ ପର୍ଯ୍ୟନ୍ତ।

Libra

ତୁଳା

Monday 20 May 2024

ଚିତ୍ରା- ସୁସ୍ଥତା ପ୍ରକାଶ ପାଇବ । ଅଭାବ ହେତୁ ପରିବାରରେ କଳହ ଦେଖାଦେବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । କର୍ମ କ୍ଷେତ୍ରରେ କୌଣସି ବ୍ୟକ୍ତି କାମ ହାସଲ ସକାଶେ ଆପଣଙ୍କୁ ଅସ୍ତ୍ର ରୂପେ ବ୍ୟବହାର କରିବାକୁ ଚେଷ୍ଟା କରିବେ ।

ସ୍ୱାତୀ- ନୂଆ କାମ ହାସଲ କରିବେ । ରାଜନୀତିରେ ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ବିଦ୍ୟାର୍ଥୀମାନେ ପଢାରେ ଚିନ୍ତିତ ରହିବେ । ଆଲୋଚନା ସମୟରେ ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ ।

ବିଶାଖା- ଚାକିରିରେ ସହକର୍ମୀମାନେ ଅସହଯୋଗ କରିବେ । ମହିଳାମାନଙ୍କର ଗୁରୁଜନମାନଙ୍କ ସହିତ ମତାନ୍ତର ଘଟିପାରେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ।

ପ୍ରତିକାର – ଶିବଙ୍କର ଦର୍ଶନ ସହ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :