• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2024: ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ଆଶାତୀତ ଶୁଭଫଳ ପାଇବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଦିବା ୦୪.୩୪ ଗତେ ତୁଳା। ତିଥି- ଦ୍ୱାଦଶୀ ଦିବା ୦୩.୫୯ ଗତେ ତ୍ରୟୋଦଶୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୩.୫୯ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୫୯ ପର୍ଯ୍ୟନ୍ତ।

Scorpio

ବିଛା

Monday 20 May 2024

ବିଶାଖା – ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥ ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।

ଅନୁରାଧା – ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳାମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।

ଜ୍ୟେଷ୍ଠା – ବିଦ୍ୟାର୍ଥୀମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :