• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2024: ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ଆଶାତୀତ ଶୁଭଫଳ ପାଇବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଦିବା ୦୪.୩୪ ଗତେ ତୁଳା। ତିଥି- ଦ୍ୱାଦଶୀ ଦିବା ୦୩.୫୯ ଗତେ ତ୍ରୟୋଦଶୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୩.୫୯ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୫୯ ପର୍ଯ୍ୟନ୍ତ।

Sagittarius

ଧନୁ

Monday 20 May 2024

ମୂଳା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଚାନକ କୌଣସି ପୁରୁଣା ବନ୍ଧୁ ଦେଖାହେବେ । ନିଜର ଅହଂଭାବ ଯୋଗୁ କୈାଣସି କାର‌୍ୟ୍ୟ ଠିକ୍ ଭାବରେ କରି ପାରିବେ ନାହିଁ।

ପୂ, ଷାଢା- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ ।

ଉ, ଷାଢା- ଲୋକ କଲ୍ୟାଣ କାର‌୍ୟ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ- ସମାଧାନ ହୋଇପାରେ । ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :