• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th May 2024: ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ଆଶାତୀତ ଶୁଭଫଳ ପାଇବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଦିବା ୦୪.୩୪ ଗତେ ତୁଳା। ତିଥି- ଦ୍ୱାଦଶୀ ଦିବା ୦୩.୫୯ ଗତେ ତ୍ରୟୋଦଶୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୩.୫୯ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୫୯ ପର୍ଯ୍ୟନ୍ତ।

Capricorn

ମକର

Monday 20 May 2024

ଉ , ଷାଢା - ପୁରାତନ ରୋଗରୁ ଉପଶମ ମିଳିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ।

ଶ୍ରବଣା – କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । କୈାଣସି ନିଷ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।

ଧନିଷ୍ଠା – ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ।

ପ୍ରତିକାର – ମା’ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :