• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2022 :ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ

Taurus

ବୃଷ

Sunday 20 Nov 2022

କୃତିକା - ବନ୍ଧୁଙ୍କ ନିକଟରୁ ଆଦର ପାଇ ପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ l କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ ।

ରୋହିଣୀ – ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ । ବ୍ୟବସାୟ ବଢ଼ାଇବା ନିମନ୍ତେ ଧାର କରଜ କରି ପାରନ୍ତି । ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ ।

ମୃଗଶିରା – ପୌତୃକ ସମ୍ପତ୍ତିକୁ ନେଇ କଳହ ଲାଗିପାରେ । ମହିଳା ମାନେ ଆତ୍ମବିଶ୍ଵାସି ରହିବେ

ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :