• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2022 :ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ

Aquarius

କୁମ୍ଭ

Sunday 20 Nov 2022

ଧନିଷ୍ଠା – ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ଥିତି ଭଲ ନରହିପାରେ l କର୍ମ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଆସିପାରେ l ବନ୍ଧୁ ମାନଙ୍କ ପରାମର୍ଶ ଗ୍ରହଣ କରିବେ

ଶତଭିଷା – ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ l କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ

ପୂ , ଭାଦ୍ରପଦ – କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ l ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :