• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2022 :ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ

Gemini

ମିଥୁନ

Sunday 20 Nov 2022

ମୃଗଶିରା - ରୋଗ ଉପଶମ ମିଳିବ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । କର୍ମଦେକ୍ଷତ୍ରରେ ଅବସାବଧାନତା ହେତୁ ଅପମାନିତ ହେବେ ।

ଆଦ୍ରା - ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଃଚିନ୍ତା ଲାଗି ରହିବ । ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ

ପୁନର୍ବସୁ - ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ ଘରଭିତରର କାମ ଭଲରେ ଲିଭାଇବେ

ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :