• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2022 :ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ

Leo

ସିଂହ

Sunday 20 Nov 2022

ମଘା – ଦୂର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ । ଭଲ ସପଂର୍କ ରହିଥିଲେ ମଧ୍ୟ ପରିହାସ ଯୁକ୍ତ କଥା କହିବା କାରଣରୁ କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ ।

ପୂ , ଫାଲଗୁନୀ - କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ

ଉ ,ଫାଲଗୁନୀ – ଜମି ସମସ୍ୟା ସମାଧାନ ହେବ । ମହିଳାଙ୍କ ଭାଗ୍ୟ ଉଜ୍ଜଳ ହୋଇପାରେ

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :