• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2022 :ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ

Virgo

କନ୍ୟା

Sunday 20 Nov 2022

ଉ , ଫାଲଗୁନୀ – ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାର୍ଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ

ହସ୍ତା –ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ । ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ

ଚିତ୍ରା –ମାଲିମକନ୍ଦମାରେ ପଡି ଖର୍ଚ୍ଚାନ୍ତ ହୋଇପାରନ୍ତି । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :