• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2022 :ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ

Libra

ତୁଳା

Sunday 20 Nov 2022

ଚିତ୍ରା – ଶରୀର ସୁସ୍ଥ ଓ ମନ ପ୍ରସନ୍ନ ରହିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ । ବ୍ୟବସାୟରେ ଦ୍ୱିଗୁଣ ଲାଭ ପାଇବେ

ସ୍ୱାତୀ – ଚାକିରୀ କ୍ଷେତ୍ରରେ ଶତୃବୃଦ୍ଧି ଦେଖା ଦେଇପାରେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ

ବିଶାଖା – ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ

ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :