• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2022 :ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ

Scorpio

ବିଛା

Sunday 20 Nov 2022

ବିଶାଖା – ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ l ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ

ଅନୁରାଧା – କର୍ମ କ୍ଷେତ୍ରରେ ମାପି ଚୁପି ଚଳି ବା ଭଲ ନହେଲେ କଳହ ଲାଗିପାରେ l ଗଣ୍ଡଗୋଳ ପରିସ୍ଥିତିରେ ମଧ୍ୟସ୍ଥି ହୁଅନ୍ତୁ ନାହିଁ

ଜ୍ୟେଷ୍ଠା – ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ l ମହିଳା ମାନେ ପୂଜାପାଠରେ ମନ ଲଗାଇବେ
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :