• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2022 :ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ

Sagittarius

ଧନୁ

Sunday 20 Nov 2022

ମୂଳା – ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ l ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ

ପୂ , ଷାଢା – ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ l ବ୍ୟବସାୟରେ ଆଶାନୁରୂପକ ଫଳ ପାଇବେ

ଉ , ଷାଢା – ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି l ମହିଳା ମାନେ ଗୃହ ସଜ୍ଜାରେ ବ୍ୟସ୍ତ ରହିବେ

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :