• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2022 :ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ

Capricorn

ମକର

Sunday 20 Nov 2022

ଉ , ଷାଢା - ବନ୍ଧୁଙ୍କ ସହାୟତାରେ ବକୟ ଅର୍ଥ ପାଇବାରେ ସକ୍ଷମ ହେବ l ସନ୍ତାନ ମାନଙ୍କ ସମସ୍ୟା ବିଷୟରେ ଚିନ୍ତାକରି ମାନସିକ ଅଶାନ୍ତି ଦେଖା ଦେବ l

ଶ୍ରବଣା – ବ୍ୟବସାୟରେ ମାନେ ମତାନ୍ତର ଦେଖାଦେବ l ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ

ଧନିଷ୍ଠା – କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ l ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :