ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ
ଅଶ୍ୱନୀ – ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ l ମନବଳ ଟାଣ ରହିବ ଓ ଖୁବ ଜିଦଘୋର ରହିବେ l କର୍ମ କ୍ଷେତ୍ରରେ ଧୀରେ ସୁସ୍ତେ ଗତିକରି ସଫଳତା ହାସଲ କରିବେ
ଦ୍ୱିଜା – ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ l ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ l ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।
କୃତିକା – ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ l ମହିଳା ମାନେ କଠିନ ପରିଶ୍ରମ କରିବେ
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯