• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ..

ସୈାର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ  ସୋମବାର । ଚନ୍ଦ୍ର- ମକର ଦିବା ୧୦.୦୭ ଗତେ କୁମ୍ଭ, ତିଥି- ୮ମୀ ରାତ୍ରି ୦୩.୧୬ ଗତେ ୯ମୀ, ଘାତଚନ୍ଦ୍ର-  ସିଂହ ରାଶିର, ଦିବା ୧୦.୦୭ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ-  ନାସ୍ତି

Aries

ମେଷ

Monday 20 Nov 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ ।

ଦ୍ୱିଜା- ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଏକାଡେମିକ୍ କାର୍ଯ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଖେଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

କୃତିକା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞ୍ଜନ କାର୍ଯ୍ୟରେ ଅଶାନ୍ତି ଉପୁଜିବ ।

ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :