• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ..

ସୈାର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ  ସୋମବାର । ଚନ୍ଦ୍ର- ମକର ଦିବା ୧୦.୦୭ ଗତେ କୁମ୍ଭ, ତିଥି- ୮ମୀ ରାତ୍ରି ୦୩.୧୬ ଗତେ ୯ମୀ, ଘାତଚନ୍ଦ୍ର-  ସିଂହ ରାଶିର, ଦିବା ୧୦.୦୭ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ-  ନାସ୍ତି

Taurus

ବୃଷ

Monday 20 Nov 2023

କୃତିକା- ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ । ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବାରୁ ଖୁସି ରହିବେ ।

ରୋହିଣୀ- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂସ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।

ମୃଗଶିରା- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :