• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ..

ସୈାର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ  ସୋମବାର । ଚନ୍ଦ୍ର- ମକର ଦିବା ୧୦.୦୭ ଗତେ କୁମ୍ଭ, ତିଥି- ୮ମୀ ରାତ୍ରି ୦୩.୧୬ ଗତେ ୯ମୀ, ଘାତଚନ୍ଦ୍ର-  ସିଂହ ରାଶିର, ଦିବା ୧୦.୦୭ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ-  ନାସ୍ତି

Aquarius

କୁମ୍ଭ

Monday 20 Nov 2023

ଧନିଷ୍ଠା- ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । ପିତାମାତାଙ୍କ ସାହାର୍ଯ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଆପଣ ଚାକିରି ବଦଳାଇବାକୁ ଚେଷ୍ଟା କରିପାରିବେ ।

ଶତଭିଷା- ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । କାମଧନ୍ଦା ସମ୍ବନ୍ଧୀୟ କୌଣସି ବଡ ଆହ୍ୱାନ ଆସିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ ।

ପୂ,ଭାଦ୍ରପଦ- ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ପ୍ରତିକାର- ଶାମି ଗଛ ତଳେ ସୋରିଷ ତେଲରେ ଏକ ଦୀପ ଜାଳନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :