• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ..

ସୈାର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ  ସୋମବାର । ଚନ୍ଦ୍ର- ମକର ଦିବା ୧୦.୦୭ ଗତେ କୁମ୍ଭ, ତିଥି- ୮ମୀ ରାତ୍ରି ୦୩.୧୬ ଗତେ ୯ମୀ, ଘାତଚନ୍ଦ୍ର-  ସିଂହ ରାଶିର, ଦିବା ୧୦.୦୭ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ-  ନାସ୍ତି

Pisces

ମୀନ

Monday 20 Nov 2023

ପୂ,ଭାଦ୍ରପଦ- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି ।

ଉ,ଭାଦ୍ରପଦ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ।

ରେବତୀ- କାହାରି ଆଗରେ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ । ବାପା, ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷିଜୀବୀଙ୍କୁ ଲାଭ ମିଳିପାରେ ।

ପ୍ରତିକାର- ଶ୍ରୀ ବିଷ୍ଣୁ ସହସ୍ରନାମା ସ୍ତୋତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :