• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ..

ସୈାର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ  ସୋମବାର । ଚନ୍ଦ୍ର- ମକର ଦିବା ୧୦.୦୭ ଗତେ କୁମ୍ଭ, ତିଥି- ୮ମୀ ରାତ୍ରି ୦୩.୧୬ ଗତେ ୯ମୀ, ଘାତଚନ୍ଦ୍ର-  ସିଂହ ରାଶିର, ଦିବା ୧୦.୦୭ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ-  ନାସ୍ତି

Gemini

ମିଥୁନ

Monday 20 Nov 2023

ମୃଗଶିରା- ନିଜ ନିଜର କର୍ମ କ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ । ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି,ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ । ଆପଣ କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବେ ।

ଆଦ୍ରା- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।

ପୁନର୍ବସୁ- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି।

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :