• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ..

ସୈାର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ  ସୋମବାର । ଚନ୍ଦ୍ର- ମକର ଦିବା ୧୦.୦୭ ଗତେ କୁମ୍ଭ, ତିଥି- ୮ମୀ ରାତ୍ରି ୦୩.୧୬ ଗତେ ୯ମୀ, ଘାତଚନ୍ଦ୍ର-  ସିଂହ ରାଶିର, ଦିବା ୧୦.୦୭ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ-  ନାସ୍ତି

Cancer

କର୍କଟ

Monday 20 Nov 2023

ପୁନର୍ବସୁ- ନିଜର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର୍ଯ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ ।

ପୁଷ୍ୟା- ପୁତ୍ର କନ୍ୟା ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ଅଶ୍ଲେଷା- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ବହୁତ୍ ଉପରକୁ ଯାଇ ପାରନ୍ତି ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :