• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ..

ସୈାର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ  ସୋମବାର । ଚନ୍ଦ୍ର- ମକର ଦିବା ୧୦.୦୭ ଗତେ କୁମ୍ଭ, ତିଥି- ୮ମୀ ରାତ୍ରି ୦୩.୧୬ ଗତେ ୯ମୀ, ଘାତଚନ୍ଦ୍ର-  ସିଂହ ରାଶିର, ଦିବା ୧୦.୦୭ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ-  ନାସ୍ତି

Leo

ସିଂହ

Monday 20 Nov 2023

ମଘା- କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି ।

ପୂ,ଫାଲଗୁନି- ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ ।

ଉ,ଫାଲଗୁନି- ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :