• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ..

ସୈାର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ  ସୋମବାର । ଚନ୍ଦ୍ର- ମକର ଦିବା ୧୦.୦୭ ଗତେ କୁମ୍ଭ, ତିଥି- ୮ମୀ ରାତ୍ରି ୦୩.୧୬ ଗତେ ୯ମୀ, ଘାତଚନ୍ଦ୍ର-  ସିଂହ ରାଶିର, ଦିବା ୧୦.୦୭ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ-  ନାସ୍ତି

Virgo

କନ୍ୟା

Monday 20 Nov 2023

ଉ,ଫଳଗୁନି- ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଯିବ । ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । ବ୍ୟବସାୟରେ ପରିବର୍ତନ ଆଣିବା ସହିତ କିଛି ନୂତନ ବ୍ୟବସାୟ ମଧ୍ୟ ଆରମ୍ଭ କରିପାରନ୍ତି ।

ହସ୍ତା- କର୍ମକ୍ଷେତ୍ରରେ ସହକର୍ମୀ ମାନେ କୈାଶଳ କରି ଆପଣଙ୍କ ଠାରୁ କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ ।

ଚିତ୍ରା- କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :