• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ..

ସୈାର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ  ସୋମବାର । ଚନ୍ଦ୍ର- ମକର ଦିବା ୧୦.୦୭ ଗତେ କୁମ୍ଭ, ତିଥି- ୮ମୀ ରାତ୍ରି ୦୩.୧୬ ଗତେ ୯ମୀ, ଘାତଚନ୍ଦ୍ର-  ସିଂହ ରାଶିର, ଦିବା ୧୦.୦୭ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ-  ନାସ୍ତି

Scorpio

ବିଛା

Monday 20 Nov 2023

ବିଶାଖା- ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷେପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମି ମାନେ ବିରୋଧ କରିପାରନ୍ତି । ଉପରିସ୍ଥ ବୁଦ୍ଧି ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିବ ।

ଅନୁରାଧା- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରଛାତ୍ରୀମାନଙ୍କ ଆଶା ଶେଷରେ ପୂରଣ ହେବ ।

ଜ୍ୟେଷ୍ଠା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞ୍ଜନ କାର୍ଯ୍ୟରେ ଅଶାନ୍ତି ଉପୁଜିବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ ।

ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :