• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ..

ସୈାର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ  ସୋମବାର । ଚନ୍ଦ୍ର- ମକର ଦିବା ୧୦.୦୭ ଗତେ କୁମ୍ଭ, ତିଥି- ୮ମୀ ରାତ୍ରି ୦୩.୧୬ ଗତେ ୯ମୀ, ଘାତଚନ୍ଦ୍ର-  ସିଂହ ରାଶିର, ଦିବା ୧୦.୦୭ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ-  ନାସ୍ତି

Sagittarius

ଧନୁ

Monday 20 Nov 2023

ମୂଳା- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ନିଜ କାର୍ଯ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ । ପରିବାରରେ କୌଣସି ପ୍ରକାର ବିବାଦରୁ ଦୂରେଇ ରୁହନ୍ତୁ ।

ପୂ,ଷାଢା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର‌୍ୟ୍ୟ କରିବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ।

ଉ,ଷାଢା- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି ।

ପ୍ରତିକାର- ମା ତାରାଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :