ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର । ଚନ୍ଦ୍ର- ମକର ଦିବା ୧୦.୦୭ ଗତେ କୁମ୍ଭ, ତିଥି- ୮ମୀ ରାତ୍ରି ୦୩.୧୬ ଗତେ ୯ମୀ, ଘାତଚନ୍ଦ୍ର- ସିଂହ ରାଶିର, ଦିବା ୧୦.୦୭ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି
ଉ,ଷାଢା- ଆୟ ଅପେକ୍ଷା ବ୍ୟୟ ବଢିପାରେ । ନିଜ କାର୍ଯ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ ।
ଶ୍ରବଣା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ଅନ୍ୟର ସାହାର୍ଯ୍ୟ ସମର୍ଥନରେ ଲକ୍ଷ୍ୟ ହାସଲ କରିପାରିବେ ।
ଧନିଷ୍ଠା- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ । ମନରେ ନୂଆ ଆଶା ସୃଷ୍ଟି ହେବ ।
ପ୍ରତିକାର- ଗୋମାତାଙ୍କୁ ସବୁଜ ଚାରା କିଛି ଖାଇବାକୁ ଦିଅନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮