ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଦିବା ୦୮.୪୮ ଗତେ କର୍କଟ,ତିଥି- ୫ମୀ ଦିବା ୦୪.୪୯ ଗତେ ୬ଷ୍ଠୀ,ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୮.୪୮ ପର୍ଯ୍ୟନ୍ତ,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାତ୍ତନଦାନ ଦିବା ୦୨.୫୧ ପର୍ଯ୍ୟନ୍ତ
ମଘା- ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ମିଶ୍ରିତ ଫଳ ଅନୁଭବ କରିବେ । କର୍ମ କ୍ଷେତ୍ରରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବେ।
ପୂ,ଫାଲଗୁନି- ରାଜନୈତିକ କ୍ଷେତ୍ରରେ ଶତୃ ବୃଦ୍ଧି ପାଇବ । ଆମତ୍ୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍ ଠିକ୍ ହୋଇଯିବ।
ଉ,ଫାଲଗୁନି-ନୂତନ ଗୃହାରମ୍ଭ କରିପାରନ୍ତି । ଆୟ ଧିରେ ଧିରେ ବୃଦ୍ଧି ହେବ । ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ
ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧