ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଦିବା ୦୮.୪୮ ଗତେ କର୍କଟ,ତିଥି- ୫ମୀ ଦିବା ୦୪.୪୯ ଗତେ ୬ଷ୍ଠୀ,ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୮.୪୮ ପର୍ଯ୍ୟନ୍ତ,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାତ୍ତନଦାନ ଦିବା ୦୨.୫୧ ପର୍ଯ୍ୟନ୍ତ
ଚିତ୍ରା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ନୂତନ ବ୍ୟବସାୟ କରିବାକୁ ଯୋଜନା କରୁଛନ୍ତି, ସେଥିରେ ସଫଳତା ପାଇବେ । ନିଜର କର୍ମ ଦ୍ୱାରା ସମାଜରେ ମାନ ସମ୍ମାନ ମଧ୍ୟ ଅର୍ଜିତ କରିପାରିବେ
ସ୍ୱାତୀ-ଅଫିସ୍ରେ ପଦୋନ୍ନତିର ସୁଯୋଗ ପାଇବେ । କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ । କୌଣସି ଜରୁରୀ କାମରେ ବାହାରକୁ ଯାତ୍ରା କରିପାରନ୍ତି
ବିଶାଖା- ସମାଜ ସେବା କରିବାରେ ମନଭାବ ପୋଷଣ କରିବେ । ଗୃହ ନିର୍ମାଣ ବା ଯାନବାହ. ଭୂମି କ୍ରୟ କରି ପାରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬