Daily Horoscope 21st November 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ଧନ ପ୍ରାପ୍ତି ହେବ
/odishatv-khabar/media/media_files/uploadimage/library/16_9/16_9_0/IMAGE_1732161840-629782.jpg)
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୬ଷ୍ଠୀ ସନ୍ଧ୍ୟା ୦୫.୩୦ ଗତେ ୭ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ,ପୁଷ୍କର ଦୋଷ- ସନ୍ଧ୍ୟା ୦୫.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
