ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୬ଷ୍ଠୀ ସନ୍ଧ୍ୟା ୦୫.୩୦ ଗତେ ୭ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ,ପୁଷ୍କର ଦୋଷ- ସନ୍ଧ୍ୟା ୦୫.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ
ମୂଳା-ପାରିବାରିକ ଜୀବନ ସୁଖରେ କଟିବା ସହିତ ବିଳାସବ୍ୟସନ ପ୍ରତି ରୁଚି ବଳିବ । ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ, ସମୃଦ୍ଧି ମନକୁ ଖୁସି କରିବାରେ ସାହାଯ୍ୟ କରିବ । ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି।
ପୂ,ଷାଢା- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ ।
ଉ,ଷାଢା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । ମହିଳା ମାନେ ଅନ୍ୟକୁ ସାହା କରିବେ
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩