• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଦିବା ୧୦/୨୯ ଗତେ ସିଂହ, ତିଥି- ୧୦ ମୀ ଦିବା ୦୪/୦୫ ଗତେ ୧୧ଶୀ, ଘାତ ଚନ୍ଦ୍ର- ଦିବା ୧୦/୨୯ ଗତେ କର୍କଟ , ମକର । ଘାତ ବାର – ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Thursday 20 Oct 2022

ଧନିଷ୍ଠା – ଜୀବନସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର୍ଯ୍ୟ କରିବେ ତାହା ସୂଚାରୁ ରୂପେ କରିପାରିବେ ।

ଶତଭିଷା – ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ରାଜନୀତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ ।

ପୂ , ଭାଦ୍ରପଦ – ଆୟିନୀର ଦ୍ୱାରସ୍ଥ ହେବେ । ନାରୀମାନେ ରକ୍ଷଣଶୀଳ ରହିବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :