• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଦିବା ୧୦/୨୯ ଗତେ ସିଂହ, ତିଥି- ୧୦ ମୀ ଦିବା ୦୪/୦୫ ଗତେ ୧୧ଶୀ, ଘାତ ଚନ୍ଦ୍ର- ଦିବା ୧୦/୨୯ ଗତେ କର୍କଟ , ମକର । ଘାତ ବାର – ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Thursday 20 Oct 2022

ପୂ , ଭାଦ୍ରପଦ - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ ।

ଉ , ଭଦ୍ରପଦ - ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ ।

ରେବତୀ – କୋର୍ଟରେ ଅପବ୍ୟବହାର ଦେଖାଇବେ । ଗୃହିଣୀମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :