• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଦିବା ୧୦/୨୯ ଗତେ ସିଂହ, ତିଥି- ୧୦ ମୀ ଦିବା ୦୪/୦୫ ଗତେ ୧୧ଶୀ, ଘାତ ଚନ୍ଦ୍ର- ଦିବା ୧୦/୨୯ ଗତେ କର୍କଟ , ମକର । ଘାତ ବାର – ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Thursday 20 Oct 2022

ମଘା – ମାନସିକ ମଧ୍ୟମ ଧରଣର ଲାଭ ପାଇବେ । ପରିବାରରେ ପୁତ୍ର ସନ୍ତାନର ଲାଭ ମିଳିବ । ବ୍ୟବସାୟରେ ଉନ୍ନତି କରିବେ ।

ପୂ , ଫାଲଗୁନୀ - ରାଜନିତିରେ ଦୁର୍ବଳ ରହିବେ । ଚାକରିରେ ହାକିମଙ୍କ କଡା ନଜର ରହିବ । ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ।

ଉ ,ଫାଲଗୁନୀ – ପୌତୃକ ସମ୍ପତିକୁ ନେଇ ଭାଗ ଦେଖାଦେବ । ମହିଳା ମାନେ ବନ୍ଧୁ ପରିଜନଙ୍କ ସହିତ ସମୟ ବିତାଇବେ ।

ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :