• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଦିବା ୧୦/୨୯ ଗତେ ସିଂହ, ତିଥି- ୧୦ ମୀ ଦିବା ୦୪/୦୫ ଗତେ ୧୧ଶୀ, ଘାତ ଚନ୍ଦ୍ର- ଦିବା ୧୦/୨୯ ଗତେ କର୍କଟ , ମକର । ଘାତ ବାର – ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Thursday 20 Oct 2022

ଉ , ଫାଲଗୁନୀ – ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ମିତ୍ର ଆପଣଙ୍କ ପ୍ରଶଂସା କରିଲେ ମଧ୍ୟ ସାବଧାନ ରୁହନ୍ତୁ ।

ହସ୍ତା – ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ ।

ଚିତ୍ରା – ଛୋଟବଡ଼ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ଗୃହିଣୀ ମାନେ କର୍ତବ୍ୟପରାୟଣ ରହିବେ ।

ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :