• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଦିବା ୧୦/୨୯ ଗତେ ସିଂହ, ତିଥି- ୧୦ ମୀ ଦିବା ୦୪/୦୫ ଗତେ ୧୧ଶୀ, ଘାତ ଚନ୍ଦ୍ର- ଦିବା ୧୦/୨୯ ଗତେ କର୍କଟ , ମକର । ଘାତ ବାର – ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Thursday 20 Oct 2022

ଚିତ୍ରା – କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପିଡା ଭୋଗ କରି ପାରନ୍ତି ।

ସ୍ୱାତୀ – ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ ।

ବିଶାଖା – ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ ।

ପ୍ରତିକାର – ଗାଇକୁ ଖାଇବାକୁ ଦେଇ ଦିନ ଆରମ୍ଭ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :