• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଦିବା ୧୦/୨୯ ଗତେ ସିଂହ, ତିଥି- ୧୦ ମୀ ଦିବା ୦୪/୦୫ ଗତେ ୧୧ଶୀ, ଘାତ ଚନ୍ଦ୍ର- ଦିବା ୧୦/୨୯ ଗତେ କର୍କଟ , ମକର । ଘାତ ବାର – ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Thursday 20 Oct 2022

ବିଶାଖା – ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ ।

ଅନୁରାଧା – ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ । କୈାଣସି ବଡ ଧରଣର ଯୋଜନା କାର୍ଯ୍ୟକାରୀ ହୋଇପାରେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ ।

ଜ୍ୟେଷ୍ଠା – ଭାବିଚିନ୍ତି ଜମିରେ ନିବେଶ କରନ୍ତୁ । ମହିଳା ମାନଙ୍କର କାମରେ ଉତ୍ସାହ ବଢିବ ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :