• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ଦିବା ୧୦/୨୯ ଗତେ ସିଂହ, ତିଥି- ୧୦ ମୀ ଦିବା ୦୪/୦୫ ଗତେ ୧୧ଶୀ, ଘାତ ଚନ୍ଦ୍ର- ଦିବା ୧୦/୨୯ ଗତେ କର୍କଟ , ମକର । ଘାତ ବାର – ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ – ନାସ୍ତି

Capricorn

ମକର

Thursday 20 Oct 2022

ଉ , ଷାଢା - ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ ।

ଶ୍ରବଣା – ଛାତ୍ର ମାନେ ମୌଳିକ ବୁଦ୍ଧିର ଉପଯୋଗ କରିବେ । ସାମାଜିକ କାର୍ଯ୍ୟରେ ନିଜକୁ ନିଯୋଜିତ କରିବେ । ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ ।

ଧନିଷ୍ଠା – ଜମି କ୍ରୟ କରି ଖୁସି ରହିବେ । ମହିଳା ମାନେ ପରିବାରରେ ପୁଷ୍ଟି ସାଧନ କରିବେ ।

ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :