• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୨୫ ଗତେ ୭ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ରାତ୍ରି ୧୧.୨୫ ଗତେ ୧ ପାଦ ପଶୁସମ୍ପଦ ନାଶ-ଅନ୍ନ ଦାନ ।

Pisces

ମୀନ

Friday 20 Oct 2023

ପୂ, ଭାଦ୍ରପଦ- ଭୁଲ୍ ବୁଝାମଣା ହେତୁ ଦୀର୍ଘଦିନର ସୁସମ୍ପର୍କରେ ଭଟ୍ଟା ପଡ଼ିପାରେ। ସ୍ବାସ୍ଥ୍ୟ ସମସ୍ୟା ନିମ୍ନାଭିମୁଖୀ ହେବା କାରଣରୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ପଡ଼ୋଶୀଙ୍କ ସହ ହଠାତ୍ ବଦଳିବା ଆଶା ନିରର୍ଥକ ହୋଇପାରେ।

ଉ, ଭାଦ୍ରପଦ- ରାଜନୀତି, ଅଧ୍ୟୟନ ଓ ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। ସାହିତ୍ୟ, କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜିବେ। ପରୋକ୍ଷ ଶତ୍ରୁତା କାରଣରୁ କାମଟିକୁ ସମ୍ପନ୍ନ କରିପାରିବେ ନାହିଁ । 

ରେବତୀ- ସାଧାରଣ କଥାକୁ କେନ୍ଦ୍ରକରି ଯୁକ୍ତିତର୍କଜନିତ ଅଯଥା ଅଶାନ୍ତି ଓ କଳହକୁ କରିବାକୁ ପଡ଼ିପାରେ। ଅନ୍ୟ ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ପାଇବେ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର - ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ