• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୨୫ ଗତେ ୭ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ରାତ୍ରି ୧୧.୨୫ ଗତେ ୧ ପାଦ ପଶୁସମ୍ପଦ ନାଶ-ଅନ୍ନ ଦାନ ।

Libra

ତୁଳା

Friday 20 Oct 2023

ଚିତ୍ରା- ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର‌୍ୟ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ ।

ସ୍ୱାତୀ- ଧାରକରଜ କରି ଆବଶ୍ୟକତା ପୂରଣ କରିବାରେ ସମର୍ଥ ହେବେ। ସ୍ବାସ୍ଥ୍ୟରେ ଅନ୍ନତି ପରିଲକ୍ଷିତ ହେବା ସହ ରୋଗପୀଡ଼ା ଦୁଶ୍ଚିନ୍ତାର କାରଣ ହେବ । ବିତିଯାଇଥିବା ମାମଲାର ଫଳ ମଧ୍ୟ ମିଳିବ ।

ବିଶାଖା- ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ । ଜାଗା, ଜମି, ସମ୍ପତି ଓ ଯାନବାହନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । 

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର - ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ