Daily Horoscope 20th October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ
/odishatv-khabar/media/media_files/uploadimage/library/16_9/16_9_0/IMAGE_1697597878-193219.jpg)
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୨୫ ଗତେ ୭ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର
ଘାତବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ରାତ୍ରି ୧୧.୨୫ ଗତେ ୧ ପାଦ ପଶୁସମ୍ପଦ ନାଶ-ଅନ୍ନ ଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
