• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି...

ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।

Taurus

ବୃଷ

Sunday 20 Oct 2024

କୃତିକା- ନିଜର ସ୍ୱାସ୍ଥ୍ୟର ଚିକିତ୍ସା କରିବା ନିହାତି ଆବଶ୍ୟକ । କାର୍ଯ୍ୟ ସ୍ଥଳରେ ଆପଣଙ୍କ କାମର ଆଜି ପ୍ରଶଂସା କରାଯିବ । ସମୟର ଚାହିଦା ଅନୁସାରେ ଆପଣ ସମସ୍ତଙ୍କ ଠାରୁ ଦୂରରେ ରହିବେ, ଏହା ଆପଣଙ୍କ ପାଇଁ ହିତକାରୀ ମଧ୍ୟ ହେବ ।

ରୋହିଣୀ- ବିଦ୍ୟାର୍ଥୀମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିଲେ ଭଲ ହେବ । ଚଳଚ୍ଚିତ୍ର, ସଂଗୀତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।

ମୃଗଶିରା- ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ପ୍ରତ୍ୟେକ କ୍ଷେତ୍ରରେ ଠିକ୍ ସିଦ୍ଧାନ୍ତ ନେଇପାରିବେ ନାହିଁ । ନିଜର ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ ।

ପ୍ରତିକାର – ମା’ କଟକ ଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :