• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି...

ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।

Aquarius

କୁମ୍ଭ

Sunday 20 Oct 2024

ଧନିଷ୍ଠା- ଗୁରୁଜନମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ ।

ଶତଭିଷା- ଅଫିସ୍‌ରେ ଟେନ୍ସନ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ । ରାଜନୀତିରେ ସହାନୁଭୂତି ମିଳିବ ।

ପୂ,ଭାଦ୍ରପଦ- ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳା ମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ ।

ପ୍ରତିକାର –ନୀଳ ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :