• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି...

ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।

Pisces

ମୀନ

Sunday 20 Oct 2024

ପୂ,ଭାଦ୍ରପଦ- ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ ।

ଉ,ଭାଦ୍ରପଦ- ପ୍ରେମ ସମ୍ପର୍କରେ ଦୃଢତା ଆଣିବେ । କର୍ମରେ ଯୋଜନା ମୁତାବକ କାମ କରିଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ ।

ରେବତୀ- ଅଧୁରା କାର୍ଯ୍ୟ ପୂରଣ ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟୀ ହେବେ । ଦୂରେଇ ଯାଇଥିବା ବନ୍ଧୁ ପୁଣି ନିକଟବର୍ତ୍ତୀ ହେବେ । ଧର୍ମ କାର୍ଯ୍ୟ ପ୍ରତି ମନବଳାଇବେ ।

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :