• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି...

ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।

Gemini

ମିଥୁନ

Sunday 20 Oct 2024

ମୃଗଶିରା- ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବାରେ ସଫଳ ହେବେ ।

ଆଦ୍ରା- ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାକୁ ଦିଅନ୍ତୁ ନାହିଁ । ସାମ୍ବାଦିକମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।

ପୁନର୍ବସୁ- ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି । ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ଭିକାରିକୁ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :