• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି...

ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।

Cancer

କର୍କଟ

Sunday 20 Oct 2024

ପୁନର୍ବସୁ- ବୈବାହିକ ଜୀବନ ଆନନ୍ଦ ଦାୟକ ରହିବ । ଆପଣଙ୍କ କଳା ଓ ରଚନାରେ ଥିବା କ୍ଷମତାକୁ ପ୍ରଶଂସା ମିଳିବ । ବ୍ୟବସାୟୀ ମାନଙ୍କୁ ଅଚାନକ ଯାତ୍ରା କରିବା ସଂଗେ ସଂଗେ ଲାଭ ମିଳିବ ।

ପୁଷ୍ୟା- ପ୍ରେମ ସମ୍ବନ୍ଧରେ ନିଜର ସ୍ୱତନ୍ତ୍ର ବିବେକର ବ୍ୟବହାର କରନ୍ତୁ । ଘରକୁ ଅଥିତି ଆସିବା କାରଣରୁ ଦିନ ଆନନ୍ଦରେ କଟିବ । ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି ।

ଅଶ୍ଲେଷା- ଯଦି ଆପଣଙ୍କୁ ଲାଗୁଚି କି ଆପଣ ଅନ୍ୟଙ୍କ ସାହାଯ୍ୟ ବିନା ହିଁ ମହତ୍ଵପୁର୍ଣ କାମ କରି ପାରିବେ, ତାହେଲେ ଆପଣଙ୍କ ଭାବନା ବହୁତ ଭୁଲ ଅଛି । ଆପଣ ନିଜର ବ୍ୟକ୍ତିତ୍ୱକୁ ଆକଳନ କରିବାକୁ ଚେଷ୍ଟା କରନ୍ତୁ ।

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :