• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି...

ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।

Leo

ସିଂହ

Sunday 20 Oct 2024

ମଘା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।

ପୂ,ଫାଲଗୁନି- ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ । ଶତ୍ରୁମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ପାଠ ପଢାରେ ମନ ଦେବେ ।

ଉ,ଫାଲଗୁନି- ପଡୋଶୀଙ୍କୁ କାମରେ ଲଗାଇ କୌଶଳରେ କାର୍ଯ୍ୟ ହାସଲ କରିନେବେ । ଏକ ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ମହିଳା ମାନେ ଅଧିକ କାର‌୍ୟ୍ୟକରି ପ୍ରଂଶସିତ ହେବେ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :