• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି...

ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।

Virgo

କନ୍ୟା

Sunday 20 Oct 2024

ଉ,ଫଳଗୁନି- ଆପଣ ନିଜ ପାଇଁ ଯଥେଷ୍ଟ ସମୟ ବାହାର କରିବେ । କୈାଣସି କଥା ଆପଣଙ୍କ ଉପରେ ମାନସିକ ଚାପ ପକାଇପାରେ । ବ୍ୟସ୍ତ ଥିବା ସତ୍ତ୍ୱେ ଆଜି ଦିନଟା ଭଲ ରହିବ ।

ହସ୍ତା- ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ । କଳା, ସାହିତ୍ୟ, ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।

ଚିତ୍ରା- ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇ ପାରେ । ନିଜ ପ୍ରିୟର ଭାବନାକୁ ବୁଝନ୍ତୁ ।

ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :