• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି...

ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।

Scorpio

ବିଛା

Sunday 20 Oct 2024

ବିଶାଖା- ବ୍ୟବସାୟୀମାନେ ନୂତନ ବ୍ୟବସାୟର ପରିକଳ୍ପନା କରିବେ । ପରିବାର ଓ ମିତ୍ରଙ୍କ ସହ ସମୟ ବିତାଇବେ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।

ଅନୁରାଧା- ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ । ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ । ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ ।

ଜ୍ୟେଷ୍ଠା- କର୍ମ କ୍ଷେତ୍ରରେ ଅବାଞ୍ଛିତ ଉତ୍ତେଜନା ଏବଂ ଚିନ୍ତାର ସମ୍ମୁଖୀନ ହୋଇପାରନ୍ତି । ବାବବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତରେ ସଫଳ ହେବେ । ନୂଆ ନିଯୁକ୍ତି ପାଇ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :