• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି...

ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।

Capricorn

ମକର

Sunday 20 Oct 2024

ଉ,ଷାଢା- ପ୍ରେମୀ ପ୍ରେମିକାଙ୍କ ମିଳନ ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ । ଶାରୀରିକ କଷ୍ଟ ଭୋଗ କରିବାକୁ ପଡିପାରେ ।

ଶ୍ରବଣା- ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ । ଚାକିରି ହେଉ କି ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ ।

ଧନିଷ୍ଠା- ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ ।ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ ।

ପ୍ରତିକାର – ମା’ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :